Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;

Gade chapit la Kopi

ଓଡିଆ ବାଇବେଲ

17 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;

Gade chapit la Kopi

ପବିତ୍ର ବାଇବଲ

17 ପଲେଷ୍ଟୀୟମାନେ ସେ ଅଞ୍ଚଳରେ ରହୁଥିବା ସ୍ରାଏଲୀୟମାନଙ୍କୁ ଦଣ୍ତିତ କରିବାକୁ ନିଷ୍ପତ୍ତି ନେଲେ। ସେମାନଙ୍କର ସୁଦକ୍ଷ ପଲେଷ୍ଟୀୟ ଯୋଦ୍ଧାଗଣ ଆକ୍ରମଣ କରିବାକୁ ଆରମ୍ଭ କଲେ। ସେମାନେ ତିନି ଦଳରେ ବିଭକ୍ତ ହୋଇ ଦଳେ ଶୂୟାଲ୍ ନିକଟରେ ଓ ଅଫ୍ରା ରାସ୍ତାର ଉତ୍ତରକୁ ଗଲେ।

Gade chapit la Kopi




1 ଶାମୁୟେଲ 13:17
4 Referans Kwoze  

ଓ ଅବ୍ବୀମ୍‍ ଓ ପାରା ଓ ଅଫ୍ରା,


ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।


ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।


ଓ ହତ୍‍ସର-ଶୁୟାଲ୍‍ ଓ ବାଲା ଓ ଏତ୍ସମ୍‍


Swiv nou:

Piblisite


Piblisite