1 ଶାମୁୟେଲ 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;” Gade chapit laପବିତ୍ର ବାଇବଲ (Re-edited) - (BSI)19 ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲା; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ଼୍ଗ ବା ବର୍ଚ୍ଛା ନିର୍ମାଣ କରିବେ; Gade chapit laଓଡିଆ ବାଇବେଲ19 ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ; Gade chapit laପବିତ୍ର ବାଇବଲ19 କୌଣସି ଇସ୍ରାଏଲୀୟ କମାର କାମ କରୁ ନ ଥିଲେ। କାରଣ ପଲେଷ୍ଟୀୟମାନେ ଇସ୍ରାଏଲୀୟମାନଙ୍କୁ ଲୌହ କର୍ମ ଶିଖାଇ ନ ଥିଲେ ସେମାନଙ୍କର ଭୟଥିଲା ଏହା ଦ୍ୱାରା ଇସ୍ରାଏଲୀୟମାନେ ଖଡ଼୍ଗ ବା ବର୍ଚ୍ଛା ନିର୍ମାଣ କରି ପାରିବେ। Gade chapit la |