Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;

Gade chapit la Kopi

ଓଡିଆ ବାଇବେଲ

20 ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;

Gade chapit la Kopi

ପବିତ୍ର ବାଇବଲ

20 ପଲେଷ୍ଟୀୟମାନେ କେବଳ ଲୁହା ଶାଣ ଦେବା କାମ ଛୁରୀ, ଫାଳ, କୁହ୍ରାଡ଼ି ଓ କୋଡ଼ି ପ୍ରଭୃତିରେ ଇସ୍ରାଏଲୀୟମାନେ ସେଠାକୁ ଯାଉଥିଲେ।

Gade chapit la Kopi




1 ଶାମୁୟେଲ 13:20
5 Referans Kwoze  

ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।


ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”


ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।


ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ।


ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।


Swiv nou:

Piblisite


Piblisite