Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍‍ମସ୍‍ ଘାଟିକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍ମସ୍ ଘାଟୀକି ଗଲେ।

Gade chapit la Kopi

ଓଡିଆ ବାଇବେଲ

23 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ ଦଳ ବାହାର ହୋଇ ମିକ୍‍ମସ୍‍ ଘାଟୀକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

23 ଏ ସମୟରେ ପଲେଷ୍ଟୀୟ ସୈନ୍ୟଦଳ ମି‌କ୍‌ମସ୍ ଘାଟୀକୁ ଜଗିବାକୁ ଗଲେ।

Gade chapit la Kopi




1 ଶାମୁୟେଲ 13:23
7 Referans Kwoze  

ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;


ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ।” ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।


ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।


ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।


ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।


Swiv nou:

Piblisite


Piblisite