Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ଵ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

8 ଶାମୁୟେଲ କହିଲେ ସେ ଗି‌ଲ୍‌ଗ‌ଲ୍‌ରେ ଶାଉଲଙ୍କୁ ଦେଖା କରିବାକୁ ଆସି ପାରନ୍ତି। ଶାଉଲ ସେଠାରେ ସାତ ଦିନ ଅପେକ୍ଷା କଲେ କିନ୍ତୁ ଶାମୁୟେଲ ଗି‌ଲ୍‌ଗଲ୍ ଆସିଲେ ନାହିଁ। ଏବଂ ସୈନିକମାନେ ଶାଉଲଙ୍କଠାରୁ ଧୀରେ ଧୀରେ ବିଦାୟନେବା ଆରମ୍ଭ କଲେ।

Gade chapit la Kopi




1 ଶାମୁୟେଲ 13:8
2 Referans Kwoze  

ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”


ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।


Swiv nou:

Piblisite


Piblisite