Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧମାଣ ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।

Gade chapit la Kopi

ଓଡିଆ ବାଇବେଲ

14 ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।

Gade chapit la Kopi




1 ଶାମୁୟେଲ 14:14
5 Referans Kwoze  

ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।


ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।


ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।


ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।


ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’


Swiv nou:

Piblisite


Piblisite