1 ଶାମୁୟେଲ 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି। Gade chapit laଓଡିଆ ବାଇବେଲ16 ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି। Gade chapit laପବିତ୍ର ବାଇବଲ16 ସେତେବେଳେ ବିନ୍ୟାମୀନ ପ୍ରଦେଶର ଗିବିୟାରେ ଶାଉଲଙ୍କ ସୈନ୍ୟମାନେ ଦେଖିଲେ ପଲେଷ୍ଟୀୟ ସୈନ୍ୟମାନେ ଏଣେତେଣେ ଦୌଡ଼ୁଛନ୍ତି। Gade chapit la |