1 ଶାମୁୟେଲ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, “କର୍ମ ବନ୍ଦ କର।” Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, କର୍ମ ବନ୍ଦ କର। Gade chapit laଓଡିଆ ବାଇବେଲ19 ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, କର୍ମ ବନ୍ଦ କର। Gade chapit laପବିତ୍ର ବାଇବଲ19 ଶାଉଲ ଯାଜକ ଅହୀୟଙ୍କ ସହ କଥା ହେବା ବେଳେ ପଲେଷ୍ଟୀୟ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା। ଶାଉଲ ଅଧୈର୍ଯ୍ୟ ହୋଇ ଉଠିଲେ ଏବଂ ଯାଜକ ଅହୀୟକୁ କହିଲେ, “ବନ୍ଦ କର! ତୁମ୍ଭ ହାତ ଏଫୋଦରୁ କାଢ଼ିଆଣ।” Gade chapit la |