Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ଵାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।

Gade chapit la Kopi

ଓଡିଆ ବାଇବେଲ

22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।

Gade chapit la Kopi

ପବିତ୍ର ବାଇବଲ

22 ସେହି ଇସ୍ରାଏଲୀୟ ଯେଉଁ ସୈନ୍ୟମାନେ ଇଫ୍ରୟିମ ପର୍ବତମୟ ଅଞ୍ଚଳରେ ଲୁଚି ଥିଲେ, ସେମାନେ ମଧ୍ୟ ସମ୍ବାଦ ଶୁଣି ଯୁଦ୍ଧ କ୍ଷେତ୍ରରେ ପହଞ୍ଚିଲେ ଓ ପଲେଷ୍ଟୀୟଙ୍କୁ ଗୋଡ଼ାଇଲେ।

Gade chapit la Kopi




1 ଶାମୁୟେଲ 14:22
4 Referans Kwoze  

ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।


ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।


ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”


ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।


Swiv nou:

Piblisite


Piblisite