1 ଶାମୁୟେଲ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବୈଥାବନ୍ର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। Gade chapit laଓଡିଆ ବାଇବେଲ23 ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। Gade chapit laପବିତ୍ର ବାଇବଲ23 ଏହିପରି ସଦାପ୍ରଭୁ ସେଦିନ ଇସ୍ରାଏଲୀୟମାନଙ୍କୁ ରକ୍ଷା କଲେ। ବୈଥାବନ ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। ପ୍ରତ୍ୟେକ ସୈନ୍ୟ ଶାଉଲଙ୍କ ସହିତ ଥିଲେ। ପ୍ରାୟ 10,000 ଲୋକ ଶାଉଲଙ୍କୁ ସାହାଯ୍ୟ କରୁଥିଲେ। ଇଫ୍ରୟିମ ପର୍ବତ ଦେଶର ସମସ୍ତ ସହରକୁ ଯୁଦ୍ଧ ବ୍ୟାପିଗଲା। Gade chapit la |
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”