1 ଶାମୁୟେଲ 14:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ଵଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାʼନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ। Gade chapit laଓଡିଆ ବାଇବେଲ30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା ? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ। Gade chapit laପବିତ୍ର ବାଇବଲ30 ଯଦି ଆମ୍ଭେ ଲୁଣ୍ଠିତ ହୋଇଥିବା ଖାଦ୍ୟ ଖାଇଥା’ନ୍ତୁ କେତେ ଭଲ ହୋଇଥା’ନ୍ତା? ଆମ୍ଭେ ଅଧିକାଂଶ ପଲେଷ୍ଟୀୟଙ୍କୁ ହତ୍ୟା କରି ପାରିଥା’ନ୍ତୁ।” Gade chapit la |