Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।

Gade chapit la Kopi

ଓଡିଆ ବାଇବେଲ

32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।

Gade chapit la Kopi

ପବିତ୍ର ବାଇବଲ

32 ସେମାନେ ମେଣ୍ଢା, ଗାଈ, ବାଛୁରି ପଲେଷ୍ଟୀୟଙ୍କଠାରୁ ଛଡ଼ାଇ ଆଣିଲେ। ଇସ୍ରାଏଲର ଲୋକମାନେ ଏତେ ଭୋକିଲା ହୋଇଥିଲେ ଯେ ସେମାନେ ପଶୁମାନଙ୍କୁ ହତ୍ୟା କରି ରକ୍ତମିଶା କଞ୍ଚାମାଂସ ଖାଇଲେ।

Gade chapit la Kopi




1 ଶାମୁୟେଲ 14:32
11 Referans Kwoze  

ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ?”


ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”


କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।


ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।


ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।


କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।


ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?


Swiv nou:

Piblisite


Piblisite