1 ଶାମୁୟେଲ 14:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, “ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।” Gade chapit laପବିତ୍ର ବାଇବଲ (Re-edited) - (BSI)33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ଵାସଘାତକ କର୍ମ କରିଅଛ; ଏକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ। Gade chapit laଓଡିଆ ବାଇବେଲ33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ। Gade chapit laପବିତ୍ର ବାଇବଲ33 ଜଣେ ବ୍ୟକ୍ତି ଶାଉଲଙ୍କୁ କହିଲେ, “ଦେଖନ୍ତୁ ଲୋକମାନେ ରକ୍ତମିଶା ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି।” ଶାଉଲ କହିଲେ, ତୁମ୍ଭେ ପାପ କରିଅଛ, ବର୍ତ୍ତମାନ ଗୋଟିଏ ପଥରେ ମୋ’ ସମ୍ମୁଖେ ଗୁଡ଼ାଅ। Gade chapit la |
ଆହୁରି ଶାଉଲ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଯାଇ ସେମାନଙ୍କୁ କୁହ, ‘ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର।’” ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।