Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।

Gade chapit la Kopi

ପବିତ୍ର ବାଇବଲ

35 ପୁଣି ଶାଉଲ ସଦାପ୍ରଭୁଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କଲେ। ଶାଉଲ ହିଁ ନିଜେ ସେହି ଯଜ୍ଞବେଦି ନିର୍ମାଣ କରିବାକୁ ଆରମ୍ଭ କଲେ।

Gade chapit la Kopi




1 ଶାମୁୟେଲ 14:35
10 Referans Kwoze  

ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।


ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।


କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର-ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।


ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”


ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।


ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


ଆହୁରି ଶାଉଲ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଯାଇ ସେମାନଙ୍କୁ କୁହ, ‘ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର।’” ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।


ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।


ତହୁଁ ଗିଦିୟୋନ୍‍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍‍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।


Swiv nou:

Piblisite


Piblisite