Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା।” ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।

Gade chapit la Kopi

ଓଡିଆ ବାଇବେଲ

40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।

Gade chapit la Kopi

ପବିତ୍ର ବାଇବଲ

40 ତା'ପରେ ଶାଉଲ ଇସ୍ରାଏଲୀୟମାନଙ୍କୁ କହିଲେ, “ତୁମ୍ଭେ ଗୋଟିଏ କଡ଼ରେ ଛିଡ଼ା ହୁଅ। ମୁଁ ଏବଂ ମୋ’ ପୁଅ ଯୋନାଥନ ଅନ୍ୟ ପାର୍ଶ୍ୱରେ ଛିଡ଼ା ହେଉଛୁ।” ସୈନ୍ୟମାନେ ଉତ୍ତର ଦେଲେ, “ଆପଣ ଯାହା ଗ୍ଭହାନ୍ତି ପ୍ରଭୁ।”

Gade chapit la Kopi




1 ଶାମୁୟେଲ 14:40
6 Referans Kwoze  

ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।”


ଏଉତ୍ତାରେ ଶାଉଲ କହିଲେ, “ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ।” ତହିଁରେ ସେମାନେ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ,” ତାହାସବୁ କର। ତେବେ ଯାଜକ କହିଲା, “ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ।”


ତହିଁରେ ତାହାର ଅସ୍ତ୍ରବାହକ କହିଲା, “ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।”


କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।


ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, “ଯଥାର୍ଥ (ନିଷ୍ପତ୍ତି) ଦିଅ।” ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।


ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।


Swiv nou:

Piblisite


Piblisite