Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଏଉତ୍ତାରେ ଶାଉଲ କହିଲେ, “ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର,” ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଏଉତ୍ତାରେ ଶାଉଲ କହିଲେ, ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର, ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।

Gade chapit la Kopi

ଓଡିଆ ବାଇବେଲ

42 ଏଉତ୍ତାରେ ଶାଉଲ କହିଲେ, ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର, ତହିଁରେ ଯୋନାଥନ ନିର୍ଣ୍ଣିତ ହେଲା।

Gade chapit la Kopi

ପବିତ୍ର ବାଇବଲ

42 ଏଥର ଶାଉଲ କହିଲେ, “ମୁଁ କିମ୍ବା ମୋ’ ପୁଅ ଯୋନାଥନ ମଧ୍ୟରେ ଗୁଲିବାଣ୍ଟ କର,” ଏଥର ଯୋନାଥନ ନିର୍ଣ୍ଣିତ ହେଲା।

Gade chapit la Kopi




1 ଶାମୁୟେଲ 14:42
6 Referans Kwoze  

ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, “ଯଥାର୍ଥ (ନିଷ୍ପତ୍ତି) ଦିଅ।” ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।


ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”


ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।


ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।


ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।


ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।


Swiv nou:

Piblisite


Piblisite