Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ସେତେବେଳେ ଶାଉଲ ଯୋନାଥନକୁ କହିଲେ, ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ। ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ଵାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।

Gade chapit la Kopi

ଓଡିଆ ବାଇବେଲ

43 ସେତେବେଳେ ଶାଉଲ ଯୋନାଥନକୁ କହିଲେ, ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ। ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।

Gade chapit la Kopi

ପବିତ୍ର ବାଇବଲ

43 ଶାଉଲ ଯୋନାଥନଙ୍କୁ କହିଲେ, “କୁହ, ତୁମ୍ଭେ କ’ଣ କରିଛ।” ଯୋନାଥନ ଶାଉଲଙ୍କୁ କହିଲା, “ମୁଁ କେବଳ ମୋ’ ବାଡ଼ିର ଅଗ୍ରଭାଗରେ ଅଳ୍ପ ମହୁ ଆହାର କରିଛି। ଏଇଥିପାଇଁ ମୁଁ କ’ଣ ମରିବି?”

Gade chapit la Kopi




1 ଶାମୁୟେଲ 14:43
4 Referans Kwoze  

ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”


ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।


ଏଉତ୍ତାରେ ଶାଉଲ କହିଲେ, “ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର,” ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।


Swiv nou:

Piblisite


Piblisite