Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍-ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

46 ଶାଉଲ ପଲେଷ୍ଟୀୟମାନଙ୍କୁ ଗୋଡ଼ାଇଲେ ନାହିଁ ବରଂ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଫେରିଗଲେ।

Gade chapit la Kopi




1 ଶାମୁୟେଲ 14:46
3 Referans Kwoze  

ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।


ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।


ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite