Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ପୁଣି ସେ ବୀରତ୍ଵ ପ୍ରକାଶ କଲେ ଓ ଅମାଲେକୀୟ-ମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।

Gade chapit la Kopi

ଓଡିଆ ବାଇବେଲ

48 ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।

Gade chapit la Kopi

ପବିତ୍ର ବାଇବଲ

48 ଶାଉଲ ସାହସୀ ଥିଲେ। ସେ ଇସ୍ରାଏଲୀୟମାନଙ୍କ ଲୁଣ୍ଠନକାରୀଙ୍କୁ ଦମନ କଲେ। ସେ ଏପରିକି ଅମାଲେକୀୟମାନଙ୍କୁ ପରାସ୍ତ କଲେ।

Gade chapit la Kopi




1 ଶାମୁୟେଲ 14:48
6 Referans Kwoze  

ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”


ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।


ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।


ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।


Swiv nou:

Piblisite


Piblisite