Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଯୋନାଥନ ଓ ଯିଶ୍ବି ଓ ମଲୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍ ଓ କନିଷ୍ଠାର ନାମ ମୀଖଲ୍,

Gade chapit la Kopi

ଓଡିଆ ବାଇବେଲ

49 ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,

Gade chapit la Kopi

ପବିତ୍ର ବାଇବଲ

49 ଯୋନାଥନ, ଯି‌ଶ୍‌ବି ଓ ମଲୀଶୂୟ ଶାଉଲଙ୍କର ତିନି ପୁତ୍ର ଥିଲେ। ମେରବ୍ ଓ ମୀଖଲ୍ ତାଙ୍କର ଜ୍ୟେଷ୍ଠା ଓ କନିଷ୍ଠା କନ୍ୟା।

Gade chapit la Kopi




1 ଶାମୁୟେଲ 14:49
10 Referans Kwoze  

ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।


ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।


ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।


ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।


ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।


ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।


ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।


Swiv nou:

Piblisite


Piblisite