Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍‍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍‍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍‍ର ପୁତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା; ପୁଣି ତାଙ୍କର ସେନାପତିର ନାମ ଅବ୍ନର, ସେ ଶାଉଲଙ୍କର ପିତୃବ୍ୟ, ନରର ପୁତ୍ର।

Gade chapit la Kopi

ଓଡିଆ ବାଇବେଲ

50 ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍‍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍‍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍‍ର ପୁତ୍ର।

Gade chapit la Kopi

ପବିତ୍ର ବାଇବଲ

50 ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା। ଏବଂ ତାଙ୍କ ସେନାପତି ଅ‌ବ୍‌ନର ନରର ପୁତ୍ର ଥିଲେ। ନର ଶାଉଲଙ୍କ କକା ଥିଲେ।

Gade chapit la Kopi




1 ଶାମୁୟେଲ 14:50
9 Referans Kwoze  

ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”


ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”


ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।


ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।


ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍‍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।


ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?


ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।


Swiv nou:

Piblisite


Piblisite