1 ଶାମୁୟେଲ 14:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)52 ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ। Gade chapit laଓଡିଆ ବାଇବେଲ52 ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ। Gade chapit laପବିତ୍ର ବାଇବଲ52 ଶାଉଲ ସାହସୀ ଥିଲେ, ସେ ପଲେଷ୍ଟୀୟ ସହ ଘୋର ଯୁଦ୍ଧ କରିଥିଲେ। ସେ ଯେକୌଣସି ସମୟରେ ସାହସୀ ଓ ଯୋଦ୍ଧା କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣାର ସେନାବାହିନୀରେ ସାମିଲ କରୁଥିଲେ ଓ ସୁରକ୍ଷା ଦେଉଥିଲେ। Gade chapit la |