Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେବେ ଯୋନାଥନ କହିଲା, “ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେବେ ଯୋନାଥନ କହିଲା, ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।

Gade chapit la Kopi

ଓଡିଆ ବାଇବେଲ

8 ତେବେ ଯୋନାଥନ କହିଲା, ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।

Gade chapit la Kopi

ପବିତ୍ର ବାଇବଲ

8 ଯୋନାଥନ ଉତ୍ତର ଦେଲେ, “ଆମ୍ଭେ ସେ ଉପତ୍ୟକାକୁ ଅତିକ୍ରମ କରିବା ଓ ପଲେଷ୍ଟୀୟମାନଙ୍କୁ ଆମ୍ଭଙ୍କୁ ଦେଖିବାକୁ ଦେବା।

Gade chapit la Kopi




1 ଶାମୁୟେଲ 14:8
3 Referans Kwoze  

ତହିଁରେ ତାହାର ଅସ୍ତ୍ରବାହକ କହିଲା, “ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।”


ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା;’ ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।


Swiv nou:

Piblisite


Piblisite