Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଶାମୁୟେଲ କହିଲେ, “ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଶାମୁୟେଲ କହିଲେ, ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ଶାମୁୟେଲ କହିଲେ, ତେବେ ମୋ’ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ ?

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ଶାମୁୟେଲ କହିଲେ, “ତେବେ ଏହା କ’ଣ, ମୁଁ ଶୁଣିଅଛି? ମୁଁ କାହିଁକି ମେଷର ଭେଁ ଭେଁ ଶବ୍ଦ ଶୁଣୁଅଛି ଏବଂ ଗାଈର ହମ୍ବାରବ ଶୁଣୁଛି?”

Gade chapit la Kopi




1 ଶାମୁୟେଲ 15:14
11 Referans Kwoze  

ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?


କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”


ତହୁଁ ଶାଉଲ କହିଲେ, “ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।”


Swiv nou:

Piblisite


Piblisite