Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ।

Gade chapit la Kopi

ଓଡିଆ ବାଇବେଲ

16 ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି , ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ।

Gade chapit la Kopi

ପବିତ୍ର ବାଇବଲ

16 ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।” ଶାଉଲ ଉତ୍ତର ଦେଲେ, “ମୋତେ କୁହ।”

Gade chapit la Kopi




1 ଶାମୁୟେଲ 15:16
8 Referans Kwoze  

ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”


ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।


ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।”


ତହୁଁ ଶାଉଲ କହିଲେ, “ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।”


ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;


ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ତହୁଁ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।


ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।


Swiv nou:

Piblisite


Piblisite