Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ଲୋକମାନେ ଗିଲ୍ଗଲ୍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।

Gade chapit la Kopi

ଓଡିଆ ବାଇବେଲ

21 ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।

Gade chapit la Kopi

ପବିତ୍ର ବାଇବଲ

21 ଏବଂ ସୈନ୍ୟମାନେ ଗି‌ଲ୍‌ଗ‌ଲ୍‌ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।”

Gade chapit la Kopi




1 ଶାମୁୟେଲ 15:21
5 Referans Kwoze  

ତହୁଁ ଶାଉଲ କହିଲେ, “ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।”


ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”


ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”


ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।


Swiv nou:

Piblisite


Piblisite