1 ଶାମୁୟେଲ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି। Gade chapit laଓଡିଆ ବାଇବେଲ23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି। Gade chapit laପବିତ୍ର ବାଇବଲ23 ବିଦ୍ରୋହିତା ମନ୍ତ୍ରପାଠ ପାପତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନଙ୍କର ପୂଜାତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ। ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହେବା ପାଇଁ ତୁଚ୍ଛ କରିଅଛନ୍ତି।” Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।