1 ଶାମୁୟେଲ 15:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।” Gade chapit laପବିତ୍ର ବାଇବଲ (Re-edited) - (BSI)30 ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ। Gade chapit laଓଡିଆ ବାଇବେଲ30 ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ। Gade chapit laପବିତ୍ର ବାଇବଲ30 ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।” Gade chapit la |