Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍ ଫେରିଯାʼନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।

Gade chapit la Kopi

ଓଡିଆ ବାଇବେଲ

31 ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

31 ଶାମୁୟେଲ ଶାଉଲଙ୍କ ସହିତ ଫେରିଯା’ନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।

Gade chapit la Kopi




1 ଶାମୁୟେଲ 15:31
4 Referans Kwoze  

ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”


ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।”


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।


Swiv nou:

Piblisite


Piblisite