1 ଶାମୁୟେଲ 15:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)33 ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ଼୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ତ ଖଣ୍ତ କରି ହାଣିଲେ। Gade chapit laଓଡିଆ ବାଇବେଲ33 ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ। Gade chapit laପବିତ୍ର ବାଇବଲ33 କିନ୍ତୁ ଶାମୁୟେଲ ଆଗଗ୍କୁ କହିଲେ, “ତୁମ୍ଭ ଖଡ଼୍ଗ ଯେମନ୍ତ ସ୍ତ୍ରୀମାନଙ୍କୁ ସନ୍ତାନ ହିନ କରିଅଛି, ତେମନ୍ତ ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହିନ ହେବ।” ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଆଗଗ୍କୁ ଖଣ୍ତ ଖଣ୍ତ କରି ହାଣିଲେ। Gade chapit la |