Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

35 ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

35 ତା'ପରେ ଶାମୁୟେଲ ତାଙ୍କ ଜୀବନର ଶେଷ ପର୍ଯ୍ୟନ୍ତ ଶାଉଲଙ୍କୁ କେବେବି ଦେଖିଲେ ନାହିଁ। କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ। ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଅନୁତାପ କଲେ।

Gade chapit la Kopi




1 ଶାମୁୟେଲ 15:35
10 Referans Kwoze  

ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?”


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;


ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।


ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।


Swiv nou:

Piblisite


Piblisite