1 ଶାମୁୟେଲ 16:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ-ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। Gade chapit laଓଡିଆ ବାଇବେଲ14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ-ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। Gade chapit laପବିତ୍ର ବାଇବଲ14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ। ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। Gade chapit la |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”