Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଶାମୁୟେଲ କହିଲେ, “ମୁଁ କିପରି ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ଆଉ ସଦାପ୍ରଭୁ କହିଲେ, “ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଶାମୁୟେଲ କହିଲେ, ମୁଁ କିରୂପେ ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ। ଆଉ ସଦାପ୍ରଭୁ କହିଲେ, ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଶାମୁୟେଲ କହିଲେ, ମୁଁ କିପରି ଯାଇ ପାରିବି ? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ। ଆଉ ସଦାପ୍ରଭୁ କହିଲେ, ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।

Gade chapit la Kopi

ପବିତ୍ର ବାଇବଲ

2 କିନ୍ତୁ ଶାମୁୟେଲ କହିଲେ, “ଯଦି ମୁଁ ଯାଏ, ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ସଦାପ୍ରଭୁ କହିଲେ, “ବୈ‌ଥ୍‌ଲେହମକୁ ଯାଅ। ତୁମ୍ଭ ସହିତ ଏକ ଛଡ଼ା ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବାକୁ ଆସିଅଛୁ।’

Gade chapit la Kopi




1 ଶାମୁୟେଲ 16:2
8 Referans Kwoze  

ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;


ଆଉ ସେ କହିଲା, ‘ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି।’ ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।”


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ।


ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”


ପୁଣି, ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।”


Swiv nou:

Piblisite


Piblisite