Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମ; ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

1 ପଲେଷ୍ଟୀୟ ସୈନ୍ୟସାମନ୍ତମାନେ ଯୁଦ୍ଧ ପାଇଁ ଏକତ୍ରିତ ହେଲେ। ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।

Gade chapit la Kopi




1 ଶାମୁୟେଲ 17:1
11 Referans Kwoze  

ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା


ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍‍ ଓ ଗଦେରୋତ୍‍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍‍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।


ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;


ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।


ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।


ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍‍ ଲାଖୀଶ୍‍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।


ବେଥ୍-ସୁର, ସୋଖୋ, ଅଦୁଲ୍ଲମ,


ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।


ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।


ଏଥିମଧ୍ୟରେ ଇସ୍ରାଏଲ-ସନ୍ତାନଗଣ ମିସ୍ପାରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ-ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।


Swiv nou:

Piblisite


Piblisite