Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଦାଉଦ ବେଥ୍ଲିହିମ୍ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ ; ପୁଣି ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

12 ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।

Gade chapit la Kopi

ପବିତ୍ର ବାଇବଲ

12 ଦାଉଦ ଯିଶୀଙ୍କର ପୁତ୍ର ଥିଲେ, ଯିଶୀ ଥିଲେ ଇଫ୍ରାଥିୟ ପରିବାରର, ଯିଏ ବୈ‌ଥ୍‌ଲେହମ ଓ ଯିହୁଦାରେ ବାସ କରୁଥିଲେ ଏବଂ ଯିଶୀଙ୍କର ଆଠ ପୁତ୍ର ଥିଲେ। ପୁଣି ଶାଉଲଙ୍କର ସମୟରେ ସେ ପୁରୁଷ ବୃଦ୍ଧ ଥିଲେ।

Gade chapit la Kopi




1 ଶାମୁୟେଲ 17:12
18 Referans Kwoze  

ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।


ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”


ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”


ଓବେଦ୍‍ର ପୁତ୍ର ଯିଶୀ ଓ ଯିଶୀର ପୁତ୍ର ଦାଉଦ।


“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”


ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।


ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।


ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।


“ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।


ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;


“ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;


Swiv nou:

Piblisite


Piblisite