1 ଶାମୁୟେଲ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ ଓ ଦ୍ଵିତୀୟର ନାମ ଅବିନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ। Gade chapit laଓଡିଆ ବାଇବେଲ13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ। Gade chapit laପବିତ୍ର ବାଇବଲ13 ଯିଶୀଙ୍କର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ ଯୁଦ୍ଧକୁ ଯାଇଥିଲେ। ପ୍ରଥମ ପୁତ୍ର ଥିଲେ ଇଲୀୟାବ୍ ଓ ଦ୍ୱିତୀୟ ପୁତ୍ରର ନାମ ଅବିନାଦବ୍ ଓ ତୃତୀୟର ନାମ ଶମ୍ମ। Gade chapit la |