Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।

Gade chapit la Kopi

ପବିତ୍ର ବାଇବଲ

16 ସେହି ପଲେଷ୍ଟୀୟ ରାକ୍ଷସଟି ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟା ସମୟରେ ଇସ୍ରାଏଲର ସୈନ୍ୟ ସମ୍ମୁଖକୁ ଆସୁଥାଏ।

Gade chapit la Kopi




1 ଶାମୁୟେଲ 17:16
4 Referans Kwoze  

ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।


ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।


ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।


ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।


Swiv nou:

Piblisite


Piblisite