Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୋଟୀ ନିଅ ଓ ଛାଉଣିକି ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନି ଯାଅ।

Gade chapit la Kopi

ଓଡିଆ ବାଇବେଲ

17 ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନି ଯାଅ।

Gade chapit la Kopi

ପବିତ୍ର ବାଇବଲ

17 ଦିନେ ଯିଶୀ ନିଜର ପୁତ୍ର ଦାଉଦଙ୍କୁ କହିଲେ, “ସୈନ୍ୟ ଛାଉଣିରେ ଥିବା ନିଜ ଭାଇମାନଙ୍କ ପାଇଁ ଏହି ଭଜା ଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୋଟୀ ନେଇ ଯାଅ।

Gade chapit la Kopi




1 ଶାମୁୟେଲ 17:17
6 Referans Kwoze  

ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!


ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜା ଶସ୍ୟ, ଶିମ, ମସୁର ଓ ଭଜା ବିରି


ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।


ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।


Swiv nou:

Piblisite


Piblisite