Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟ-ମାନଙ୍କ ସହିତ ଯୁଦ୍ଧ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭର ଭାଇମାନେ ଶାଉଲଙ୍କ ସାଥୀରେ ଇସ୍ରାଏଲୀୟ ସୈନ୍ୟମାନଙ୍କ ସହିତ ଏଲା ତଳ ଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”

Gade chapit la Kopi




1 ଶାମୁୟେଲ 17:19
3 Referans Kwoze  

ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।


ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।


ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।


Swiv nou:

Piblisite


Piblisite