Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ି ଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ି ଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।

Gade chapit la Kopi

ପବିତ୍ର ବାଇବଲ

22 ଦାଉଦ ସାମଗ୍ରୀ ରକ୍ଷକ ହସ୍ତରେ, ନିଜର ସାମଗ୍ରୀ ରଖି ସୈନ୍ୟମାନଙ୍କ ମଝିକୁ ଆସି ନିଜର ଭାଇମାନଙ୍କୁ କୁଶଳବାର୍ତ୍ତା ପଗ୍ଭରିଲେ।

Gade chapit la Kopi




1 ଶାମୁୟେଲ 17:22
11 Referans Kwoze  

ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;


ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।


ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।


ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।


ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।


ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ।


ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।


ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, “ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।


ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।


Swiv nou:

Piblisite


Piblisite