Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି ଦାଉଦ ତାହା ଶୁଣିଲେ।

Gade chapit la Kopi

ଓଡିଆ ବାଇବେଲ

23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ ଗାଥନିବାସୀ ପଲେଷ୍ଟୀୟ ଗଲିୟାତ ନାମକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟ ସୈନ୍ୟବାହିନୀ ମଧ୍ୟରୁ ଉଠି ଆସି ପୂର୍ବ ପରି ପାଟିକଲା। ଦାଉଦ ତାହା ଶୁଣିଲେ।

Gade chapit la Kopi




1 ଶାମୁୟେଲ 17:23
3 Referans Kwoze  

ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।


Swiv nou:

Piblisite


Piblisite