Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।

Gade chapit la Kopi

ପବିତ୍ର ବାଇବଲ

30 ଦାଉଦ ଅନ୍ୟ ଲୋକମାନଙ୍କ ପାଖକୁ ଗଲେ ଓ ପୂର୍ବପରି କହିଲେ, ତହିଁରେ ଲୋକମାନେ ପୁନର୍ବାର ପୂର୍ବପରି ଉତ୍ତର ଦେଲେ।

Gade chapit la Kopi




1 ଶାମୁୟେଲ 17:30
3 Referans Kwoze  

ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”


ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।


Swiv nou:

Piblisite


Piblisite