Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।

Gade chapit la Kopi

ଓଡିଆ ବାଇବେଲ

33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।

Gade chapit la Kopi

ପବିତ୍ର ବାଇବଲ

33 ଶାଉଲ ଉତ୍ତର ଦେଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯୁଦ୍ଧ କରି ପାରିବ ନାହିଁ। କାରଣ ତୁମ୍ଭେ ତ ଜଣେ ସୈନିକ ନୁହଁ ଏବଂ ଗଲିୟାତ ବାଳକ ଅବସ୍ଥାରୁ ଯୁଦ୍ଧ କରି ଆସୁଅଛି।”

Gade chapit la Kopi




1 ଶାମୁୟେଲ 17:33
7 Referans Kwoze  

ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”


ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?


ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”


ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।


ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,


Swiv nou:

Piblisite


Piblisite