Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେନ୍ତପୁଣି ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।

Gade chapit la Kopi

ଓଡିଆ ବାଇବେଲ

35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତା’ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋ’ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।

Gade chapit la Kopi

ପବିତ୍ର ବାଇବଲ

35 ମୁଁ ତା’ ପଛରେ ଗୋଡ଼ାଇଲି ଏବଂ ତାକୁ ଆଘାତ କରି, ତା’ ପାଟିରୁ ମେଷକୁ ଛଡ଼ାଇ ଆଣିଲି। ବନ୍ୟ ପଶୁଟି ମୋ’ ଉପରକୁ କୁଦା ମାରିଲା ମୁଁ ତା'ର ଦାଢ଼ି ଧରି ତାହାକୁ ମାରି ଦେଲି।

Gade chapit la Kopi




1 ଶାମୁୟେଲ 17:35
9 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”


ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।


ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।


ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।


ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


Swiv nou:

Piblisite


Piblisite