1 ଶାମୁୟେଲ 17:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ଵରଙ୍କ ସୈନ୍ୟଶ୍ରେଣୀକି ତୁଚ୍ଛ କରିଅଛି। Gade chapit laଓଡିଆ ବାଇବେଲ36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି। Gade chapit laପବିତ୍ର ବାଇବଲ36 ମୁଁ ସିଂହ ଓ ଭାଲୁ ଉଭୟଙ୍କୁ ବଧ କରିଛି ଏବଂ ମୁଁ ମଧ୍ୟ ଗଲିୟାତକୁ ସେହିପରି ବଧ କରିବି। ଗଲିୟାତ ମରିବ କାରଣ ସେ ଜୀବିତ ପରମେଶ୍ୱରଙ୍କର ସୈନ୍ୟକୁ ତୁଚ୍ଛ କରିଅଛି। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।