Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।

Gade chapit la Kopi

ଓଡିଆ ବାଇବେଲ

38 ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।

Gade chapit la Kopi

ପବିତ୍ର ବାଇବଲ

38 ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କ ମସ୍ତକରେ ପିତ୍ତଳ ଟୋପର ଦେଇ ତାହାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।

Gade chapit la Kopi




1 ଶାମୁୟେଲ 17:38
4 Referans Kwoze  

ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”


ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।


ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।


ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।


Swiv nou:

Piblisite


Piblisite