1 ଶାମୁୟେଲ 17:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ପୁଣି ଦାଉଦ ଆପଣା ବସ୍ତ୍ର ଉପରେ ଖଡ଼୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ। ଏଣୁ ଦାଉଦ ତାହା କାଢ଼ି ରଖିଲେ। Gade chapit laଓଡିଆ ବାଇବେଲ39 ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ। ଏଣୁ ଦାଉଦ ତାହା କାଢ଼ି ରଖିଲେ। Gade chapit laପବିତ୍ର ବାଇବଲ39 ଦାଉଦ ଆପଣା ବସ୍ତ୍ର ଉପରେ ଖଡ଼୍ଗ ବାନ୍ଧି ଗ୍ଭଲିବାକୁ ଚେଷ୍ଟା କଲେ, ସେ ଅକୃତକାର୍ଯ୍ୟ ହେଲେ, କାରଣ ଏହିପରି ଓଜନିଆଁ ସାମଗ୍ରୀ ପିନ୍ଧିବାର ଅଭ୍ୟାସ ନ ଥିଲା। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ସାମଗ୍ରୀ ନେଇ ଯୁଦ୍ଧ କରି ନ ପାରେ, ମୁଁ ସେଗୁଡ଼ିକ ସହିତ ଅଭ୍ୟସ୍ତ ନୁହେଁ।” ତେଣୁ ତାକୁ ସେ କାଢ଼ି ରଖିଲେ। Gade chapit la |