Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ପୁଣି ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

40 ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

40 ଦାଉଦ ଆପଣା ଯଷ୍ଟି ହାତରେ ଧରି ନଦୀରୁ ପାଞ୍ଚ ଗୋଟି ଚି‌କ୍‌କଣ ପଥର ବାଛିଲେ ଓ ସେଗୁଡ଼ିକୁ ନିଜର ମେଷପାଳକ ଥଳି ମଧ୍ୟରେ ରଖିଲେ। ନିଜ ହାତରେ ନିଜର ଛାଟିଣୀଟି ଧରି ପଲେଷ୍ଟୀୟ ନିକଟକୁ ଗଲେ।

Gade chapit la Kopi




1 ଶାମୁୟେଲ 17:40
8 Referans Kwoze  

କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।


ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନ ହୋଇ ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।


ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।


ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।


ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।


Swiv nou:

Piblisite


Piblisite