Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ପୁଣି ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

49 ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯା’ନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

49 ଦାଉଦ ଆପଣା ଥଳିରେ ହାତ ପୁରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ। ତହିଁରେ ସେ ପଥର ତା'ର କପାଳରେ ପଶିଯା’ନ୍ତେ ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।

Gade chapit la Kopi




1 ଶାମୁୟେଲ 17:49
6 Referans Kwoze  

ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍‍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରିଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।


ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”


ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।


ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”


Swiv nou:

Piblisite


Piblisite