Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟ-ମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।

Gade chapit la Kopi

ଓଡିଆ ବାଇବେଲ

53 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।

Gade chapit la Kopi

ପବିତ୍ର ବାଇବଲ

53 ଇସ୍ରାଏଲର ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ଲେଉଟି ଆସି ସେମାନଙ୍କ ଛାଉଣି ଲୁଟ୍ କଲେ।

Gade chapit la Kopi




1 ଶାମୁୟେଲ 17:53
7 Referans Kwoze  

ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।


ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍‍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।


ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।


ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”


ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍‍ଗାମୀ ହେଲେ।


Swiv nou:

Piblisite


Piblisite